ODISHA ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା ATRNEWS BUREAU 29 Apr 2024 ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିଅନୁଯାୟୀ ଆଜିଠୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ । ଏହା ମେ ୬ ତାରିଖ ଯାଏଁ ... Read More »
WEATHER REPORT ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା ATRNEWS BUREAU 29 Apr 2024 ଭୁବନେଶ୍ୱର (ଏଟିଆର ବ୍ୟୁରୋ): କଲବଲ କରୁଛି ଗ୍ରୀଷ୍ମ ପ୍ରବାହ । ଆକାଶରୁ ବର୍ଷୁଛି ନିଆଁ । ସକାଳୁ ଘରୁ ପାଦ କାଢିବାକୁ ଲାଗୁଛି ଡର । ଦିନ ସାଢେ ୮ ଟା ସୁଦ୍ଧା ରେକର୍ଡ ... Read More »
POLITICS ODISHA ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ ATRNEWS BUREAU 28 Apr 2024 ଏଟିଆର ବ୍ୟୁରୋ: ହିଞ୍ଜିଳି ବିଧାନସଭା ଆସନ ପାଇଁ ଆସନ୍ତା ୩୦ ତାରିଖରେ ନାମାଙ୍କନ ଭରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ମା ତାରିଣୀଙ୍କୁ ଦର୍ଶନ କରିବା ... Read More »
ODISHA ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ ATRNEWS BUREAU 28 Apr 2024 ଏଟିଆର ବ୍ୟୁରୋ: ଜଳୁଛି ଶିମିଳିପାଳ । ଦିନ ରାତି ହୁତୁ ହୁତୁ ହୋଇ ଜଳୁଛି ଜଙ୍ଗଲ । ସାରା ଜଙ୍ଗଲ ଧୂଆଁମୟ । ଅଭୟାରଣ୍ୟରେ ନିଆଁ ଲାଗିବା ଯୋଗୁଁ ଏବେ ବିପଦରେ ବନ୍ୟଜନ୍ତୁ ଏବଂ ... Read More »
ODISHA ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! ATRNEWS BUREAU 28 Apr 2024 ଭୁବନେଶ୍ୱର (ଏଟିଆର ବ୍ୟୁରୋ); ତତଲା କଡେଇରେ ଭାଜି ହେଉଛି ସାରା ଓଡିଶା । ଆକାଶରୁ ବର୍ଷୁଛି ଅଗ୍ନି ପିଣ୍ଡୁଳା । ସକାଳୁ ଆରମ୍ଭ ହୋଇଯାଉଛି ତାତି । ମଧ୍ୟାହ୍ନ ବେଳକୁ ବର୍ଷୁଛି ନିଆଁ । ... Read More »
WEATHER REPORT ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା ATRNEWS BUREAU 27 Apr 2024 ଭୁବନେଶ୍ୱର (ଏଟିଆର ବ୍ୟୁରୋ): କଲବଲ କରୁଛି ଗ୍ରୀଷ୍ମ ପ୍ରବାହ । ତାତିରୁ ମିଳୁନି ତ୍ରାହି । ଡହଡହ ଖରାରେ ହସ୍ତସନ୍ତ ରାଜ୍ୟବାସୀ । ଦିନ ସାଢେ ୧୧ଟା ସୁଦ୍ଧା ତାପମାତ୍ରା ରେକର୍ଡ କରାଯାଇଛି । ... Read More »
BUSINESS INDIA ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ ATRNEWS BUREAU 27 Apr 2024 ଭୁବନେଶ୍ୱର (ଏଟିଆର ବ୍ୟୁରୋ): ତୈଳ କମ୍ପାନୀ ପକ୍ଷରୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଘୋଷଣା ହୋଇଛି । ଆଜି ଭୁବନେଶ୍ୱରରେ ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ସେହିଅନୁଯାୟୀ ଭୁବନେଶ୍ୱରରେ ପେଟ୍ରୋଲ ଦର ... Read More »
NATIONAL NEWS ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ ATRNEWS BUREAU 27 Apr 2024 ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆସନ୍ତାକାଲି ଓଡିଶା ଗସ୍ତରେ ଆସିବେ ରାହୁଲ ଗାନ୍ଧୀ । ଏନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଚାଲିଛି । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ଆରଏମସି ପଡିଆରେ ... Read More »
WEATHER REPORT ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର ATRNEWS BUREAU 27 Apr 2024 ଭୁବନେଶ୍ୱର (ଏଟିଆର ବ୍ୟୁରୋ): କଲବଲ କରୁଛି ଗ୍ରୀଷ୍ମ ପ୍ରବାହ । ଆକାଶରୁ ବର୍ଷୁଛି ନିଆଁ । ସକାଳୁ ଘରୁ ପାଦ କାଢିବାକୁ ଲାଗୁଛି ଡର । ଦିନ ସାଢେ ୮ ଟା ସୁଦ୍ଧା ରେକର୍ଡ ... Read More »