ନୂଆଦିଲ୍ଳୀ (ଏଟିଆର ବ୍ୟୁରୋ); ପ୍ରକାଶ ପାଇଲା ୫ ରାଜ୍ୟରେ ହୋଇଥିବା ନିର୍ବାଚନ ଫଳାଫଳ । ଗତ ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାଜୟ ହୋଥିବା ବେଳେ ପୁନର୍ବାର ଶାସନ ଗାଦିକୁ ଫେରିବା ଆଶା ସଫଳ ହେବାରେ ଲାଗିଛି । ଏହି ବିଜୟ ଧାରା ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ପ୍ରକାଶ କରିଛନ୍ତି କଂଗ୍ରେସର ବରିଷ୍ଠ ନେତାମାନେ ।ଏହି ବିଜୟପରେ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି । ବାଣ ଫୁଟାଇ ବାଜା ବଜାଇ ନାଚିଛନ୍ତି କର୍ମୀମାନେ ।
JUST IN
-
ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ | 23 May 2024
-
ଭୁବନେଶ୍ୱରରେ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରୋଡ୍ ସୋ | 22 May 2024
-
ନୃସିଂହ ଚତୁର୍ଦ୍ଦଶୀ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନୃସିଂହ ଦେବଙ୍କ ଜନ୍ମ ବିଧି | 22 May 2024
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024