ଭୁବନେଶ୍ୱର (ଏଟିଆର ବ୍ୟୁରୋ); ଲୋକାଯୁକ୍ତ ଚୟନ ପାଇଁ ଗଠିତ ହେଲା ସର୍ଚ୍ଚ କମିଟି । ଏଥିରେ ୭ ଜଣ ସଦସ୍ୟ ଥିବା ସୂଚନା ଦେଇଛନ୍ତି ଚୟନ କମିଟି ଅବାହକ ଅଶୋକମୀନା । ତେବେ ଏହି ୭ ଜଣଙ୍କ ମଧ୍ୟରେ ଅଛନ୍ତି ଭେଙ୍କଟରାଓ ରାମଭଟ୍ଲା, ସଞ୍ଜୀବ ଚରଣ ହୋତା, ଡା. ରବି ନାରାୟଣ ବହିଦାର, ଗୋପାଳ ଚନ୍ଦ୍ର ନନ୍ଦ, ଡା. ବିଭୁଭୂଷଣ ସାମଲ ଓ ପ୍ରଫେସର ସ୍ନିଗ୍ଧା ପଟ୍ଟନାୟକ ପ୍ରମୁଖ । ଏହି କିଟିର ଅଧ୍ୟକ୍ଷ ରହିବେ ଡାଃ ଅମିତାଭ ରାୟ । ଗତକାଲି ବସିଥିବା ଏକ ସିଲେକସନ କମିଟିରେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ଆୟୋଜିତ ହୋଇଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ବିଧାନସଭା ବାଚଷ୍ପତି ପ୍ରଦୀପ ଅମା.ବିରୋଧୀ ଦଳ ନେତା ନରସିଂହ ମିଶ୍ର ଏବଂ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ ଜଭେରି ପ୍ରମୁଖ ଯୋଗ ଦେଇଥିଲେ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024