ଭୁବନେଶ୍ୱର (ଏଟିଆର ବ୍ୟୁରୋ); ଲୋକାଯୁକ୍ତ ଚୟନ ପାଇଁ ଗଠିତ ହେଲା ସର୍ଚ୍ଚ କମିଟି । ଏଥିରେ ୭ ଜଣ ସଦସ୍ୟ ଥିବା ସୂଚନା ଦେଇଛନ୍ତି ଚୟନ କମିଟି ଅବାହକ ଅଶୋକମୀନା । ତେବେ ଏହି ୭ ଜଣଙ୍କ ମଧ୍ୟରେ ଅଛନ୍ତି ଭେଙ୍କଟରାଓ ରାମଭଟ୍ଲା, ସଞ୍ଜୀବ ଚରଣ ହୋତା, ଡା. ରବି ନାରାୟଣ ବହିଦାର, ଗୋପାଳ ଚନ୍ଦ୍ର ନନ୍ଦ, ଡା. ବିଭୁଭୂଷଣ ସାମଲ ଓ ପ୍ରଫେସର ସ୍ନିଗ୍ଧା ପଟ୍ଟନାୟକ ପ୍ରମୁଖ । ଏହି କିଟିର ଅଧ୍ୟକ୍ଷ ରହିବେ ଡାଃ ଅମିତାଭ ରାୟ । ଗତକାଲି ବସିଥିବା ଏକ ସିଲେକସନ କମିଟିରେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ଆୟୋଜିତ ହୋଇଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ବିଧାନସଭା ବାଚଷ୍ପତି ପ୍ରଦୀପ ଅମା.ବିରୋଧୀ ଦଳ ନେତା ନରସିଂହ ମିଶ୍ର ଏବଂ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ ଜଭେରି ପ୍ରମୁଖ ଯୋଗ ଦେଇଥିଲେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024