ପୁରୀ (ଏଟିଆର ବ୍ୟୁରୋ); ସମୁଦ୍ରରେ ଗାଧୋଉଥିବା ବେଳେ ଜଣେ ଛାତ୍ର ନିଖୋଜ ହୋଇଯାଇଛନ୍ତି । ନିଖୋଜ ଛାତ୍ର ଜଣକ ହେଲେ ଝାଡଖଣ୍ଡର କ୍ରିଷ୍ଣା କୁମାର । ମିଳିଥିବା ସୂଚନା ମୁତାବକ ୪ଜଣ ସାଙ୍ଗଙ୍କ ସହ ହଲିଡେ ରିସୋର୍ଟ ସାମ୍ନା ଗାଧୋଉଥିଲେ । ଏମାନଙ୍କ ମଧ୍ୟରେ ଦୁଇ ଜଣ ପୁଅ ଏବଂ ଦୁଇ ଜଣ ଝିଅ ଥିଲେ
। ହଠାତ ସମୁଦ୍ର ଭିତରକୁ ପାଣି ଟାଣି ନେଇଥିବା ସାଙ୍ଗମାନେ କହିଛନ୍ତି । ଉପସ୍ଥିତଥିବା ଲାଇଫଗାର୍ଡ ସୂଚନା ପାଇବା ପରେ ଛାତ୍ରଙ୍କୁ ଖୋଜାଖୋଜି କରିଛନ୍ତି । ସେପଟେ ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଆସି ଖୋଜାଖୋଜି ଜାରି କରିଛନ୍ତି । ତେବେ ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଛାତ୍ରଙ୍କ ପତ୍ତା ମିଳିନାହିଁ ।
JUST IN
-
ପିକ୍ ଆୱାରରେ କାମ ନକରିବାକୁ ଜନସାଧାରଣଙ୍କୁ ଏସଆରସିଙ୍କ ଅପିଲ | 31 May 2024
-
ଅସମ୍ଭାଳ ଗୁଳୁଗୁଳି, ୯ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ | 31 May 2024
-
ଆସନ୍ତାକାଲି ଶେଷ ପର୍ଯ୍ୟାୟ ନିର୍ବାଚନ | 31 May 2024
-
ଜୁନ୍ ପ୍ରଥମ ସପ୍ତାହରୁ ଆରମ୍ଭ ଯୁକ୍ତ ତିନି ନାମଲେଖା ପ୍ରକ୍ରିୟା | 29 May 2024
-
ଏଣିକି ଭୁବନେଶ୍ୱରରୁ ସିଧା ମାଲେସିଆ ବିମାନ ଯାତ୍ରା | 29 May 2024
-
ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା | 29 May 2024
-
ହିଟ୍ ୱେଭ ପାଇଁ ଆଜି ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ | 29 May 2024
-
ଶେଷ ପର୍ଯ୍ୟାୟ ନିର୍ବାଚନ, ଆଜି ଓଡିଶାର ୩ ଟି ସ୍ଥାନରେ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି | 29 May 2024
-
ଆଗାମୀ ୪ ଦିନ ମଧ୍ୟରେ କେରଳ ଛୁଇଁବ ମୌସୁମୀ ବାୟୁ | 28 May 2024
-
ରାଜ୍ୟରେ ଆଜିଠୁ ପୁଣି ବଢିବ ତାପମାତ୍ରା | 28 May 2024
-
ମାଟ୍ରିକ ରେଜଲ୍ଟ ରିଚେକିଂ ପାଇଁ ଏହି ତାରିଖରୁ କରିପାରିବେ ଆବେଦନ | 26 May 2024
-
ମାଟ୍ରିକ ରେଜଲ୍ଟ ପ୍ରକାଶ | 26 May 2024