ପୁରୀ (ଏଟିଆର ବ୍ୟୁରୋ); ଶେଷ ହୋଇଛି ଛେରା ପହଁରା । ତିନି ରଥ ଛେରା ପହଁରା କରିଛନ୍ତି ଗତପତି ମହାରାଜ । ଏବେ ତିନି ରଥରେ ଘୋଡା ବନ୍ଧା ହୋଇଛି । ଡାହୁକ ମଧ୍ୟ ପ୍ରସ୍ତୁତ ହୋଇ ରହିଛନ୍ତି । ରଥ ଉପରକୁ ଚଢ଼ିବା ପାଇଁ ବନ୍ଧା ଯାଇଥିବା କାଠଗୁଡିକ ମଧ୍ୟ ହଟାଯାଇଛି । ପ୍ରଥମେ ବଡଭାଇ ବଳଭଦ୍ରଙ୍କ ରଥ ଟଣା ଯିବ । ଆଉ ଅଳ୍ପ ସମୟ ମଧ୍ୟରେ ଆରମ୍ଭ ହେବ ରଥ ଟଣା ।
JUST IN
-
ଶେଷ ପର୍ଯ୍ୟାୟ ନିର୍ବାଚନ: ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ଭୋଟିଂ | 01 Jun 2024
-
ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ | 01 Jun 2024
-
ପିକ୍ ଆୱାରରେ କାମ ନକରିବାକୁ ଜନସାଧାରଣଙ୍କୁ ଏସଆରସିଙ୍କ ଅପିଲ | 31 May 2024
-
ଅସମ୍ଭାଳ ଗୁଳୁଗୁଳି, ୯ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ | 31 May 2024
-
ଆସନ୍ତାକାଲି ଶେଷ ପର୍ଯ୍ୟାୟ ନିର୍ବାଚନ | 31 May 2024
-
ଜୁନ୍ ପ୍ରଥମ ସପ୍ତାହରୁ ଆରମ୍ଭ ଯୁକ୍ତ ତିନି ନାମଲେଖା ପ୍ରକ୍ରିୟା | 29 May 2024
-
ଏଣିକି ଭୁବନେଶ୍ୱରରୁ ସିଧା ମାଲେସିଆ ବିମାନ ଯାତ୍ରା | 29 May 2024
-
ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା | 29 May 2024
-
ହିଟ୍ ୱେଭ ପାଇଁ ଆଜି ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ | 29 May 2024
-
ଶେଷ ପର୍ଯ୍ୟାୟ ନିର୍ବାଚନ, ଆଜି ଓଡିଶାର ୩ ଟି ସ୍ଥାନରେ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି | 29 May 2024
-
ଆଗାମୀ ୪ ଦିନ ମଧ୍ୟରେ କେରଳ ଛୁଇଁବ ମୌସୁମୀ ବାୟୁ | 28 May 2024
-
ରାଜ୍ୟରେ ଆଜିଠୁ ପୁଣି ବଢିବ ତାପମାତ୍ରା | 28 May 2024