ଭୁବନେଶ୍ୱର (ଏଟିଆର ବ୍ୟୁରୋ); ଆଜିଠୁ ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବପୀଠ । ଆଜି ଶ୍ରାବଣ ମାସର ପ୍ରଥମ ସୋମବାର ହୋଇଥିବାରୁ ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବପୀଠ । ବୋଲ ବମ୍ ହରହର ବମ୍ ଧ୍ୱନିରେ ପ୍ରକମ୍ପିତ ହେବ ଗଗନ ପବନ । ନିଜ ନିଜ ମନସ୍କାମନା ପୂରଣ ପାଇଁ ବିଭିନ୍ନ ଶୈବପୀଠରେ କାଉଡିଆଙ୍କ ଭିଡ ଲାଗିବ । ଦେବ ଦେବ ମହାଦେବଙ୍କ ନିକଟରେ ଜଳଲାଗି କରି ନିଜ ମନସ୍କାମନା ପୂରଣ ପାଇଁ ମାନସିକ ରଖିବେ କାଉଡିଆଙ୍କ । ଏଥିପାଇଁ ଆଜି ସକାଳୁ ସକାଳୁ ଭୁବନେଶ୍ବର ଲିଙ୍ଗରାଜ ମନ୍ଦିରରେ କାଉଡିଆଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଥିଲା । ରାତିରୁ ଧାଡିରେ ଠିଆ ହୋଇ ଲିଙ୍ଗରାଜଙ୍କୁ ଜଳଲାଗି କରିଛନ୍ତି କାଉଡିଆ ।ସେଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସେହିପରି ରାଜ୍ୟର ବିଭିନ୍ନ ଶୈବପୀଠରେ କାଉଡିଆଙ୍କ ଭିଡ ଲାଗିଛି । କଟକ ଭୁବନେଶ୍ୱର ରାସ୍ତାରେ କାଉଡିଆଙ୍କ ସୁବିଧାପାଇଁ ଖାଦ୍ୟ ଓ ପାନୀୟର ବ୍ୟବସ୍ତା କରାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024