ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରମା ଦେବୀ ମହିଳା ବିଶ୍ୱ ବିଦ୍ୟାଳୟ ପରିସରରୁ ଯୁକ୍ତ ଦୁଇ ଜୁନିଅର କଲେଜକୁ ଅଲଗା କରାଯିବ । ଏ ନେଇ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ସୂଚନା । ବିଶ୍ୱବିଦ୍ୟାଳୟ କୁଳପତି ପଦ୍ମଜା ମିଶ୍ର ସୂଚନା ଦେଇଛନ୍ତି। ସୂଚନା ଅନୁସାରେ ରମାଦେବୀ ବିଶ୍ୱ ବିଦ୍ୟାଳୟ ପରିସରରୁ ଯୁ୍କ୍ତ ୨ କଲେଜକୁ ଅଲଗା କରି ୟୁନିଟ ୯ ଗାର୍ଲସ ହାଇସ୍କୁଲ ପରିସରରେ ପ୍ରତିଷ୍ଠା କରାଯିବ । ୟୁନିଟ ୯ ବାଲିକା ବିଦ୍ୟାଳୟରେ ହାଇୟର ସେକେଣ୍ଡାରୀ ସ୍କୁଲ ଖୋଲାଯିବ । ଏଥିନେଇ ସ୍କୁଲ ପରିସରରେ ୩ ଏକର ଜମି ମଧ୍ୟ ଚିହ୍ନଟ ହୋଇଥିବା ସୂଚନା ମଳିଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024