ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ଦୁଇ ଜଣ କରୋନା ଆକ୍ରାନ୍ତ । ଏମାନେ ଭୁବନେଶ୍ୱରର ବୋଲି ଜଣା ପଡିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି ।
Happy to share that two #COVID19 patients of Bhubaneswar have recovered and tested negative for COVID-19.
The recovered cases now stand at 37. #OdishaFightsCorona
— H & FW Dept Odisha (@HFWOdisha) April 27, 2020
ତେବେ ରାଜ୍ୟରେ ମୋଟ ୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।