ମୟୁରଭଞ୍ଜ(ଏଟିଆର ବ୍ୟୁରୋ): ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ ରାସଗୋବିନ୍ଦପୁର ବ୍ଲକର ଅମରଦା ଗ୍ରାମ ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଓ ଭାଲିଆଗଡିଆ ଗ୍ରାମ ସଟଡାଉନ କରାଯାଇଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ମୁକାବିଲା ପାଇଁ ସରପଞ୍ଚ ମାନଙ୍କୁ ଜିଲ୍ଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକର ପୂର୍ଣ୍ଣଚନ୍ଦ୍ରପୁର ଓ ଭାଲିଆଗଡିଆ ଗ୍ରାମରୁ ସ୍ବାବ ରିପୋର୍ଟରେ ୮ଜଣ ପଜିଟିଭ ବାହାରିବାରୁ ଅମରଦା ସରପଞ୍ଚ ପ୍ରଧାନ କିସ୍କୁ ଏହି ଦୁଇଟି ଗ୍ରାମକୁ କରୋନା ଜନିତ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ସରପଞ୍ଚ ଜିଲ୍ଲାପାଳଙ୍କ କ୍ଷ୍ୟମତା ପ୍ରୟୋଗ କରି ଏହି ଦୁଇ ଗ୍ରାମର ସମସ୍ତ ଅଂଚଳକୁ ୨୮ ତାରିଖ ସକାଳ ୫ରୁ ୩୧ ତାରିଖ ସଂନ୍ଧ୍ୟା ୬ଟା ପର୍ୟ୍ୟନ୍ତ ସଟଡାଉନ ଘୋଷଣା କରିଛନ୍ତି । ରାସଗୋବିନ୍ଦପୁର ଥାନା ଅଧିକାରୀଙ୍କୁ ଜଣାଇବା ସହିତ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯାଇଛି । ପଂଚାୟତ ତରଫରୁ ସମସ୍ତଙ୍କ ପାଖରେ କିଭଳି ସମସ୍ତ ସହଯୋଗ ସହାୟତା ପହଞ୍ଚିବ ସେ ଉପରେ ଗୁରୁତ୍ୱ ଦିଆଯିବା
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024