ଯାଜପୁର (ଏଟିଆର ବ୍ୟୁରୋ):ଭୁବନେଶ୍ୱରରୁ ପଶ୍ଚିମ ବଙ୍ଗ ଯାତ୍ରା କରିବା ସମୟରେ ଓଡିଶାର ଯାଜପୁର ଜିଲ୍ଲାର ରଥିଆ ଛକ ଅନ୍ତର୍ଗତ ଧର୍ମସାଳା ପୋଲିସ ଷ୍ଟେସନ ପାଖରେ ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ ଭୁବନେଶ୍ୱରରୁ ଏକ କାର ଯୋଗେ ପଶ୍ଚିମ ବଙ୍ଗର ମେଦିନୀପୁର ଅଭିମୁଖେ ଯାଉଥିଲା ଏହି କାର। ପରିବାରର ପାଞ୍ଚଜଣ ସଦଶ୍ୟ କାରରେ ପଶ୍ଚିମ ବଙ୍ଗ ଯାଉଥିବା ସମୟରେ ଟ୍ରକକୁ ଧକ୍କା ଦେଇଥିଲା କାର। ଯାହା ଫଳରେ ପରିବାରର ପାଞ୍ଚଜଣ ସଦସ୍ୟଙ୍କ ମଧ୍ୟରୁ ଙ୍କ ମଧ୍ୟରୁ ତିନି ଜଣଙ୍କ ମୃତ୍ୟୁ ହୋଇଛି ଓ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ଯାଜପୁର ସିଏଚସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ପରେ ସେମାନଙ୍କୁ ଗୁରୁତର ଅବସ୍ଥାରେ କଟକସ୍ଥିତ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024