ମୁମ୍ବାଇ(ଏଟିଆର ବ୍ୟୁରୋ): ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ଦିନକୁ ଦିନ ଖୋଲୁଛି ରହସ୍ୟ । ତାଙ୍କ ମୃତ୍ୟୁର ରହସ୍ୟ ଜାଣିବା ନେଇ ସିବିଆଇ ତଦନ୍ତ ପାଇଁ ପ୍ରତ୍ୟେକ ସ୍ଥାନରୁ ଦାବି ଆସିଥିଲା । ବର୍ତ୍ତମାନ ଏହା ଆରମ୍ଭ ହେବା ଉପରେ କିନ୍ତୁ ମହାରାଷ୍ଟ୍ର ସରକାର ସିବିଆଇ ତଦନ୍ତକୁ ବିରୋଧ କରିଛି । ଯାହା ପାଇଁ ମହାରାଷ୍ଟ୍ର ସରକାର ଏବଂ ବିହାର ସରକାର ମୁହାଁମୁହିଁ ହୋଇଛନ୍ତି। ଏହି ମାମଲା ବର୍ତ୍ତମାନ ଦୁଇ ରାଜ୍ୟ ସରକାରଙ୍କ ମଧ୍ୟରେ ପଡୁଛି ଏବଂ ମାମଲା ବର୍ତ୍ତମାନ ସୁପ୍ରିମକୋର୍ଟରେ ପହଞ୍ଚିଛି। ମହାରାଷ୍ଟ୍ର ସରକାର ସୁପ୍ରିମକୋର୍ଟରେ ଏକ ଫାଇଲ ଦାଖଲ କରିଛି । ଯେଉଁଥିରେ ସିବିଆଇ ତଦନ୍ତକୁ ବିରୋଧ କରିଛି ମହାରାଷ୍ଟ୍ର ସରକାର ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024