ଭୁବନେଶ୍ୱର(ଏଟିଆର ବ୍ୟୁରୋ): ବୁଧବାରଠାରୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିଲା ଲଘୁଚାପ ଓ ଏହାର ପ୍ରଭାବରୁ ସାରା ଓଡ଼ିଶା ପ୍ରବଳ ବର୍ଷାରେ ଭିଜୁ ଥିବାବେଳେ ଆସନ୍ତା ରବିବାରକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ଲକ୍ଷଣ ଦେଖାଯାଇଛି । ଏହା ଫଳରେ ଓଡ଼ିଶାରେ ଲାଗିରହିଥିବା ବର୍ଷା ଆଗାମୀ ପ୍ରାୟ ଏକ ସପ୍ତାହ ପର୍ୟ୍ୟନ୍ତ ଚାଲିବାର ସମ୍ଭାବନା ରହିଛି ।
ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୩ ତାରିଖ ରବିବାର ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର, ଉପକୂଳ ଜିଲ୍ଲା ସମେତ ଢେଙ୍କାନାଳ, କେନ୍ଦୁଝର, କନ୍ଧମାଳ, ମାଲକାନଗିରି, ମୟୁରଭଞ୍ଜ, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024