ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟର ଲଘୁଚାପ ଜନିତ ବର୍ଷା ଫଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ରାଜ୍ୟର ଅନେକ ଜିଲ୍ଲାରେ ଲୋକ ଜଳମଗ୍ନ ହୋଇଥିବାର ଦେଖିବାକୁ ମିଳୁଛି । ତେବେ କିଛି ସ୍ଥାନରେ ବନ୍ୟା ଜଳ କମିବାରୁ ଲୋକମାନେ ନିଜ ଜନ ଜୀବନକୁ ସୁଧାରିବାରେ ଲାଗିଥିବା ବେଳେ ପୁଣି ରାଜ୍ୟରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାମାନ କରାଯାଇଛି ।
ଆଜି ୯ଟି ଜିଲ୍ଲାରେ ସ୍ୱାଭାବିକରୁ ୨୦ ପ୍ରତିଶତ ଅଧିକ ବର୍ଷା ହେବ । ସେହି ସବୁ ଜିଲ୍ଲା ଗୁଡିକ ହେଲା- ଦେବଗଡ, ଢେଙ୍କାନାଳ, ଅନୁଗୁଳ, ଝାରସୁଗୁଡା, ସୁନ୍ଦରଗଡ, ମାଲକାନଗିରି, ବରଗଡ, ବୌଦ୍ଧ ଏବଂ ଭଦ୍ରକ ।
ଅନ୍ୟପଟେ ରାଜ୍ୟ ତଥା ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଏକାଧିକ ଘୂର୍ଣ୍ଣିବଳୟ ଟ୍ରଫ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଏବଂ ଉପକୂଳ ଓଡ଼ିଶାର ଏକ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ ଜାରି କୁହାଯାଇଛି। ସେହି ସମୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡା, ବରଗଡ, ଦେଓଗଡ, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜର ରାଜ୍ୟର ଅନେକ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024