ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଓଡିଆ ସିନେ ଜଗତ ପାଇଁ ଦୁଖଦଃ ଖବର । ଆଉ ନାହାନ୍ତି ଓଡିଆ ଚଳଚ୍ଚିତ୍ର ଜଗତର ନିରର୍ଦ୍ଦେଶକ ତଥା ଗୀତିକାର ଶାରଦା ପ୍ରଶନ୍ନ ନାୟକ । ୯୪ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା । ଶାରଦାଙ୍କ ସାନ ଭାଇ ସ୍ୱରୁପ ନାୟକ ଏହି ସୂଚନା ଦେଇଥିଲେ । ଶାରଦା ଅନେକ ପ୍ରସିଦ୍ଧ ଫିଲ୍ମ ଓ ସଫଳ ଚଲଚ୍ଚିତ୍ରରେ ନିଜର ନିର୍ଦ୍ଦେଶନା ଦେଇଛନ୍ତି । ଏହା ସହ ସେ ଅନେକ ଫିଲ୍ମରେ ସଂଳାପ ମଧ୍ୟ ଦେଇଥିଲେ । ତାଙ୍କ ସଫଳ ଫିଲ୍ମ ମଧ୍ୟରେ ରହିଛି ଲକ୍ଷ୍ମୀ, କା, ସ୍ତ୍ରୀ ଓ ସଂସାର । ତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଲକ୍ଷ୍ମୀ ଚଳଚ୍ଚିତ୍ର ରାଷ୍ଟ୍ରପତି ପୁରଷ୍କାର ପାଇଥିଲା । ଏହା ସହ ୨୦୧୩ ମସିହାରେ ସେ ଜୟଦେବ ପୁରଷ୍କାର ସମ୍ମାନର ଅଧିକାରୀ ହୋଇଥିଲେ । ତାଙ୍କ ଅବଦାନ ଓଡିଆ ଚଳଚ୍ଚିତ୍ର ଜଗତ ପାଇଁ ସ୍ମରଣୀୟ ହୋଇ ରହିବ । ତାଙ୍କ ବିୟୋଗରେ ଓଡିଆ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳି ଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024