ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଉତ୍କଳ ବିଶ୍ୱ ବିଦ୍ୟାଳୟ ଅଧୀନରେ ଥିବା କଲେଜଗୁଡିକର ଯୁକ୍ତ ତିନି ଶେଷ ବର୍ଷର ଷଷ୍ଠ ସେମିଷ୍ଟାର ପରୀକ୍ଷା ଆସନ୍ତା ସେପ୍ଟେମ୍ବର ୨୯ତାରିଖରେ ହେବାକୁ ଯାଉଛି । ଏହି ପରୀକ୍ଷା ଆସନ୍ତା ସେପ୍ଟେମ୍ବର ୨୯ରୁ ଆରମ୍ଭ ହୋଇ ଅକ୍ଟୋବର ୩ତାରିଖ ଯାଏ ହେବ । ତେବେ ସେପ୍ଟେମ୍ବର ୨୨ରୁ ୨୬ ତାରିଖ ମଧ୍ୟରେ ପ୍ରାକ୍ଟିକାଲର ପରୀକ୍ଷା ହେବ । ଏହି ପ୍ରାକ୍ଟିକାଲ ପରୀକ୍ଷାଟି ଅନଲାଇନରେ ହେବ ।
ଅନ୍ୟପଟେ ଯେଉଁ ଛାତ୍ରଛାତ୍ରୀଙ୍କ ପାଖରେ ଅନଲାଇନ ପରୀକ୍ଷାର ସୁବିଧା ନଥିବ ସେମାନେ କଲେଜକୁ ଆସି ପରୀକ୍ଷା ଦେବେ । ଏହାପରେ ଥିଓରି ପେପର ପାଇଁ ୧ଘଣ୍ଟିଆ ପରୀକ୍ଷା ବ୍ୟବସ୍ଥା କରାଯାଇଛି । ଏହି ଘଣ୍ଟାଟେ ମଧ୍ୟରେ ଛାତ୍ରଛାତ୍ରୀଙ୍କର ଓଏମଆର ବେସଡ ମଲ୍ଟିପୁଲ ଚଏସ ଥିଓରୀରେ ପରୀକ୍ଷା କରାଯିବ । ତେବେ ପରୀକ୍ଷାର୍ଥୀମାନେ ଚାହିଁଲେ ପାଖ କଲେଜରେ ଅନୁମତି ନେଇ ପରୀକ୍ଷା ଦେଇପାରିବେ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024