ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଉତ୍କଳ ବିଶ୍ୱ ବିଦ୍ୟାଳୟ ଅଧୀନରେ ଥିବା କଲେଜଗୁଡିକର ଯୁକ୍ତ ତିନି ଶେଷ ବର୍ଷର ଷଷ୍ଠ ସେମିଷ୍ଟାର ପରୀକ୍ଷା ଆସନ୍ତା ସେପ୍ଟେମ୍ବର ୨୯ତାରିଖରେ ହେବାକୁ ଯାଉଛି । ଏହି ପରୀକ୍ଷା ଆସନ୍ତା ସେପ୍ଟେମ୍ବର ୨୯ରୁ ଆରମ୍ଭ ହୋଇ ଅକ୍ଟୋବର ୩ତାରିଖ ଯାଏ ହେବ । ତେବେ ସେପ୍ଟେମ୍ବର ୨୨ରୁ ୨୬ ତାରିଖ ମଧ୍ୟରେ ପ୍ରାକ୍ଟିକାଲର ପରୀକ୍ଷା ହେବ । ଏହି ପ୍ରାକ୍ଟିକାଲ ପରୀକ୍ଷାଟି ଅନଲାଇନରେ ହେବ ।
ଅନ୍ୟପଟେ ଯେଉଁ ଛାତ୍ରଛାତ୍ରୀଙ୍କ ପାଖରେ ଅନଲାଇନ ପରୀକ୍ଷାର ସୁବିଧା ନଥିବ ସେମାନେ କଲେଜକୁ ଆସି ପରୀକ୍ଷା ଦେବେ । ଏହାପରେ ଥିଓରି ପେପର ପାଇଁ ୧ଘଣ୍ଟିଆ ପରୀକ୍ଷା ବ୍ୟବସ୍ଥା କରାଯାଇଛି । ଏହି ଘଣ୍ଟାଟେ ମଧ୍ୟରେ ଛାତ୍ରଛାତ୍ରୀଙ୍କର ଓଏମଆର ବେସଡ ମଲ୍ଟିପୁଲ ଚଏସ ଥିଓରୀରେ ପରୀକ୍ଷା କରାଯିବ । ତେବେ ପରୀକ୍ଷାର୍ଥୀମାନେ ଚାହିଁଲେ ପାଖ କଲେଜରେ ଅନୁମତି ନେଇ ପରୀକ୍ଷା ଦେଇପାରିବେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024