ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଗକୁ ରାଜ୍ୟସଭା ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ଏହି ପଦର ପୂରଣ ପାଇଁ ଏବେ ରାଜନୀତି ସରଗରମ ରହିଛି । ତେବେ ଜେଡୁୟୁର ବରିଷ୍ଠ ନେତା ହରିବଂଶ ନାରାୟଣ ସିଂହ ରାଜ୍ୟସସଭାର ଉପାଧ୍ୟକ୍ଷ ପଦ ପାଇଁ ନିଜର ନାମାଙ୍କନ ଭରିଛନ୍ତି । ଏଥିପାଇଁ ସେ ବୁଧବାର ଦିନ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।
ତେବେ ଉପାଧ୍ୟକ୍ଷ ପାଦର ନିର୍ବାଚନ ପୂର୍ବରୁ ହରିବଂଶ ନାରାୟଣଙ୍କୁ ସମର୍ଥନ କରିବା ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଫୋନ କରି ତାଙ୍କର ସମର୍ଥନ ଲୋଡିଛନ୍ତି । ଏହି ଫୋନର ବାର୍ତ୍ତାଳପରେ ନୀତିଶ ତାଙ୍କ ଦଳ ପକ୍ଷରୁ ହରିବଂଶ ନାରାୟଣ ସିଂହଙ୍କୁ ରାଜ୍ୟସଭା ଉପାଧ୍ୟକ୍ଷ ପଦ ପାଇଁ ପାର୍ଥୀ କରାଯାଇଥିବା କଥା କହିବା ସହ ନିର୍ବାଚନ ସମୟରେ ବିଜେଡି ହରିବଂଶଙ୍କୁ ସମର୍ଥନ କରିବା ଲାଗି ନୀତିଶ କୁମାର ନବୀନଙ୍କୁ ଅନୁରୋଧ କରିଛନ୍ତି ।
ତେବେ ବିଜେଡି ପକ୍ଷରୁ ହରିବଂଶଙ୍କୁ ସମର୍ଥନ ନେଇ କୌଣସି ଘୋଷଣା କରାଯାଇନାହିଁ । ଅନ୍ୟପଟେ ଗତ ବିଜେଡି ରାଜ୍ୟସଭାର ଉପାଧ୍ୟକ୍ଷ ପଦ ପାଇଁ ହୋଇଥିବା ନିର୍ମାଚନରେ ହରିବଂଶ ନାରାୟଣ ସିଂହଙ୍କୁ ସମର୍ଥନ କରିଥିଲେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024