ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଆଜି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଆରଜେଡି ଦଳର ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂହଙ୍କ ଦେହାନ୍ତ ଘଟିଛି । ଦିଲ୍ଲୀରେ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ଘଟିଛି । ଦୁଇଦିନ ହେବ ତାଙ୍କୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିବା କାରଣରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ତେବେ ଆଜି ତାଙ୍କର ସ୍ୱାସ୍ଥ୍ୟବସ୍ଥା ଖରାପ ହେବା କାରଣରୁ ୭୪ବର୍ଷ ବୟସରଙ୍କ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।
ସ୍ୱର୍ଗତ ରଘୁବଂଶ ପ୍ରସାଦ ସିଂହ ଗତ ୩୨ବର୍ଷ ଧରି ଲାଲୁ ପ୍ରସାଦ ଯାଦବଙ୍କ ସହ ଜଡିତ ଥିଲେ । ତେବେ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ରଘୁବଂଶ ପ୍ରସାଦ ରାଷ୍ଟ୍ରୀୟ ଜନତା ଦଳରୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଥିଲେ । ସ୍ୱର୍ଗତ ସିଂହଙ୍କ ଇସ୍ତଫା ଦେବା କାରଣରୁ ବିହାରରେ ବିଧାନସଭା ନିର୍ବାଚନ ପୂର୍ବରୁ ଦଳରୁ ଝଟକା ଲାଗିଥିଲା ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024