ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜିଠାରୁ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ । ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଆନ୍ଧ୍ର ଉପକୂରେ ଲଘୁଚାପ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଦକ୍ଷିଣ ଓଡିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ବ୍ୟତିତ ମାଲକାନଗିରି , କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ଏବଂ ଏହିସବୁ ଜିଲ୍ଲାଗୁଡିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି ।
ସେହିପରି ଗଜପତି, ରାୟଗଡା, କଳାହାଣ୍ଡି ଏବଂ ନୂଆପଡା ପାଇଁ ୟେଲୋ ୱାର୍ଣ୍ଣ ଜାରି କରିଛି ପାଣିପାଗ ବିଭାଗ । ଆଜି ଏବଂ ଆସନ୍ତାକାଲି ଏସବୁ ଜିଲ୍ଲାରେ ଘଡଘଡି ସହ ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ଏତତ ବ୍ୟତିତ ଏହିସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ଦୃଷ୍ଟି ରଖିବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024