ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣି ପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲଲମାର୍କରେ ଥିବା କାରଣରୁ ରାଜ୍ୟରେ ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଓଡିଶାରେ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦିଆଯାଇଛି ।
ଅନ୍ୟପଟେ ଉତ୍ତର ଉପକୂଳ ଓ ଆଭ୍ୟନ୍ତର ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି । ତେବେ ପାଣିପାଗ କେନ୍ଦ୍ର ପକ୍ଷରୁ ୪ଟି ଜିଲ୍ଲା ପାଇଁ ୱାର୍ଣ୍ଣ ଜାରି କରାଯାଇଛି । ସେହିସବୁ ଜିଲ୍ଳାଗୁଡିକ ହେଲା ମାଲକାନଗିରି, କୋରାପୁଟ, କଳାହାଣ୍ଡି ଓ ରାୟଗଡାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡା ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024