ଶ୍ରୀନଗର (ଏଟିଆର ବ୍ୟୁରୋ): ଜାମ୍ମୁ କାଶ୍ମୀରର ପୁଲୱାମାରେ ଆଜି ସକାଳୁ ପୁଣି ଗୁଳିମାଡ ଆରମ୍ଭ ହୋଇଯାଇଛି । ଏହି ଗୁଳି ବିନିମୟରେ ୩ଜଣ ଆତଙ୍କ ବାଦୀ ଗିରଫ ହୋଇଥିବା ନେଇ ସୂଚନା ମିଳିଛି । ଗିରଫ ହୋଇଥିବା ଆତଙ୍କବାଦୀମାନେ ହିଜବୁଲ ମୁଜାହିଦ୍ଦିନର ବୋଲି ସୂଚନା ମିଳିଛି । ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ହ୍ୟାଣ୍ଡ ଗ୍ରେନେଡ ଉଦ୍ଧାର କରାଯାଇଛି । ସୂଚନାନୁଯାୟୀ ଜାମ୍ମୁକାଶ୍ମୀର ପୋଲିସ, ସେନାର ୫୦ ରାଷ୍ଟ୍ରୀୟ ରାଇଫଲ ଏବଂ ସିଆରପିଏଫର ମିଳିତ ଉଦ୍ୟମରେ ଏହି ଏନକାଉଣ୍ଟର ଜାରି ରହିଛି ।
ପୂରା ଅଞ୍ଚଳକୁ ସିଲ କରିଦିଆଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରି ଦିଆଯାଇଛି । ତେବେ ଏହି ଗୁଳି ବିନିମୟରେ ୨ଯବାନ ଆହତ ହୋଇଥିବା ସୂଚନା ମିଳିଛି । ପୁଲୱାମାରେ ଗତକାଲି ମଧ୍ୟ ସୁରକ୍ଷାବାହିନୀର ଯବାନ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା । ସେହି ସମୟରେ ଏକ ଘର ଭିତରେ ୨ ଜଣ ଆତଙ୍କବାଦୀ ଲୁଚି ଥିଲେ । ସେଠାରେ ଯବାନମାନେ ଗୁଳି କରିଥିଲେ । ଏହା ପରେ ତଲାଶୀ ଅଭିଯାନ ଚାଲିଥିଲା । ଆଖପାଖ ଅଂଚଳରେ ଅପରେଶନ ଜାରି ରହିଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024