ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ୨ ବର୍ଷ ନାମଲେଖାର ପ୍ରଥମ କଟ ଅଫ ମାର୍କ । ବିଜ୍ଞାନ, ବାଣିଜ୍ୟ ଓ କଳାରେ ପ୍ରଥମ ସ୍ଥାନରେ ରହିଛି ରେଭେନ୍ସା ଜୁନିଅର କଲେଜ ।
ବିଜ୍ଞାନରେ ରେଭେନ୍ସାର ସର୍ବାଧିକ ୮୯ପ୍ରତିଶତ ଥିବା ବେଳେ ଦ୍ୱିତୀୟରେ ବିଜେପି ଜୁନିଅର କଲେଜର ୭୧.୮୩ ପ୍ରତିଶତ ରହିଛି ଓ ରାଉକେଲା ସରକାରୀ ଜୁନିଅର କଲେଜର ବିଜ୍ଞାନ କଟ ଅଫ ମାର୍କ ତୃତୀୟ ସର୍ବାଧିକ ୬୭.୮୩ପ୍ରତିଶତ ରହିଛି ।
ସେହିପରି ବାଣିଜ୍ୟରେ ରେଭେନ୍ସା କଟ ଅଫ ମାର୍କ ୭୫.୮୩ ପ୍ରତିଶତ ରହିଥିବା ବେଳେ ୭୫.୫ ପ୍ରତିଶତ ସହ ୨ୟରେ ରାଉରକେଲା ସରକାରୀ ଜୁନିଅର କଲେଜ ଓ ବାଣିଜ୍ୟରେ ୭୪ ପ୍ରତିଶତ ସହ ତୃତୀୟରେ ବିଜେବି ଜୁନିଅର କଲେଜ ରହିଛି ।
ଅନ୍ୟପଟେ କଳାରେ ରେଭେନ୍ସାର କଟ ଅଫ ମାର୍କ ୭୨.୫ ପ୍ରତିଶତ ରହିଛି । ୭୧.୮୩% ମାର୍କ ସହିତ ଦ୍ୱିତୀୟରେ ବିଜେବି ଜୁନିଅର କଲେଜ ରହିଛି । ୩ୟରେ ରାଉରକେଲା ସରକାରୀ ଜୁନିଅର କଲେଜ ୬୭.୮୩% ରହିଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024