କଟକ (ଏଟିଆର ବ୍ୟୁରୋ): ଆସନ୍ତା ଦୁଇ ଦିନ ପାଇଁ ବନ୍ଦ ରହିବ ଓଡିଶା ହାଇକୋର୍ଟ । ଆଜି ଏବଂ ଆସନ୍ତାକାଲି ବନ୍ଦ ରହିବ ହାଇକୋର୍ଟ । ଦିନକୁ ଦିନ କରୋନା ସଂକ୍ରମିତଙ୍କ ହାଇକୋର୍ଟର କିଛି ବିଭାଗରେ ବଢୁଥିବାରୁ ଆସନ୍ତା ଦୁଇ ଦିନ ପାଇଁ କୋର୍ଟକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ରେଜିଷ୍ଟାର ଜେନରାଲ । ହାଇକୋର୍ଟ ସମେତ ଏହାର କାର୍ଯ୍ୟଳୟ ମଧ୍ୟ ଏହି ଦୁଇ ଦିନ ବନ୍ଦ ରହିବ ।
ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା କାରଣରୁ ହାଇକୋର୍ଟକୁ ସମ୍ପୂର୍ଣ୍ଣ ସାନିଟାଇଜ କରାଯିବ । ତେବେ ୨୧ ତାରିଖ ପାଇଁ ପ୍ରକାଶିତ ଜଜ୍ ଲିଷ୍ଟରେ ତାଲିକାଭୁକ୍ତ ମାମଲାଗୁଡିକ ୨୩ ତାରିଖରେ ଶୁଣାଣି ହେବ । ୨୨, ୨୩, ୨୪, ୨୫ ତାରିଖ ପାଇଁ ପ୍ରକାଶିତ ରିଜର୍ଭ ଲିଷ୍ଟର ଜାମିନ ଆବେନଗୁଡ଼ିକ ଯଥାକ୍ରମେ ୨୪, ୨୫, ୧୮ ଓ ୨୯ରେ ଶୁଣାଣି କରାଯିବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ହାଇକୋର୍ଟରେ ଭିଡ଼ିଓ କନଫେରେନ୍ସିଂ ବ୍ୟବସ୍ଥା ମାଧ୍ୟମରେ ମାମଲା ଗୁଡ଼ିକର ଶୁଣାଣି କରାଯାଉଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024