ମୁମ୍ବାଇ (ଏଟିଆର ବ୍ୟୁରୋ): ଆୟକର ବିଭାଗ ପକ୍ଷରୁ ଏନସିପି ସୁପ୍ରିମୋ ଶରଦ ପାୱାରଙ୍କୁ ମିଳିଛି ନୋଟିସ । ଏହି ନୋଟିସରେ ଆୟକର ବିଭାଗ ପକ୍ଷରୁ ପୂର୍ବ ନିର୍ବାଚନରେ ସେ ଦାଖଲ କରିଥିବା ଆଫିଡେଭିଟ ଉପରେ ସ୍ପଷ୍ଟିୀ କରଣ ମଗାଯାଇଛି । ତେବେ କିଛି ଦିନ ତଳେ ଶରତ ପାୱାରଙ୍କ ଝିଅ ସୁପ୍ରିୟା ସୁଲେଙ୍କୁ ମଧ୍ୟ ଆୟକର ବିଭାଗ ପକ୍ଷରୁ ସମନ ଜାରି କରାଯାଇଥିଲା ।
ଏହାସହ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଆଦିତ୍ୟ ଠାକରେଙ୍କୁ ମଧ୍ୟ ସମନ ପଠାଇଥିଲା । ଏହି ନୋଟିସ ସମ୍ପର୍କରେ ପାୱାର କହିଛନ୍ତି ତାଙ୍କୁ ଏହି ନୋଟିି ମିଳିଛି । ଏବଂ ସେମାନେ ଏଭଳି ନୋଟିସ ପଠାଇବାକୁ ଭଲ ପାଆନ୍ତି ବୋଲି ପାୱାର କହିଛନ୍ତି ।
ଅନ୍ୟପଟେ ନିର୍ବାଚନ କମିଶନ ନିକଟରେ ଏହି ସମସ୍ତ ହେବିୱାଟ ନେତା ମଥ୍ୟା ସତ୍ୟପାଠ ଦାଖଲ କରିଥିବା ନେଇ ଅଭିଯୋଗ ହେବା ପରେ ଆୟକର ବିଭାଗ ପକ୍ଷରୁ ଏହି ନୋଟିସ ପଠାଯାଇଥିବା ନେଇ ସ୍ପଷ୍ଟିକରଣ ରଖିଛି ଆୟକର ବିଭାଗ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024