ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଲଘୁଚାପ ପ୍ରଭାବିତ ବର୍ଷା ହେବା ଫଳରେ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାହାଫଳରେ ବନ୍ୟାର ବଡଧରଣର କ୍ଷତି ହୋଇଛି । ଚଳିତ ବର୍ଷ ବନ୍ୟା ଫଳରେ ରାଜ୍ୟରେ ୨୮୩କୋଟି ନଦୀବନ୍ଧ ଧୋଇଯାଇଛି । ବନ୍ୟାରେ ୩୮ଟି ଘାଇ ସହ ୯୯୬ କିମି ନଦୀ ବନ୍ଧ ନଷ୍ଟ ହୋଇଛି । ଜଳ ସମ୍ପଦ ସଚିବଙ୍କୁ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ କ୍ଷୟକ୍ଷତି ସମ୍ପର୍କରେ ଚିଠି ଅବଗତ କରାଇଛନ୍ତି ।
ବନ୍ୟାରେ ନଦୀ ବନ୍ଧ ଓ କେନାଲ ନଷ୍ଟ ପାଇଁ ମୋଟ ୨୮୩ କୋଟି ଟଙ୍କା କ୍ଷତି ହୋଇଛି । ନଦୀ ବନ୍ଧ ସୁଦୃଢୀକରଣର ପାଇଁ ୬୪୮ କୋଟି ଆବଶ୍ୟକ ବୋଲି ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି । ତେବେ ମୋଟ ୯୩୨ କୋଟିର ଅନୁଦାନ ପାଇଁ କେନ୍ଦ୍ର ସରକାରଙ୍କୁ ନିବେଦନ କରିବାକୁ ଉକ୍ତ ଚିଠିରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଅନୁରୋଧ କରିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଜରିଆରେ କେନ୍ଦ୍ରକୁ ଏନେଇ ଅନୁରୋଧ କରାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024