ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ତଳକୁ ଖସିଛି । ଯାହାଫଳରେ ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୨୦୧୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୬୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୫୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 17th October
New Positive Cases: 2019
In quarantine: 1168
Local contacts: 851(Details of local contacts will be shared by concerned District Administration)
District Wise Cases
1. Angul: 129
2. Balasore: 69
3. Bargarh: 77
4. Bhadrak: 41
5. Balangir: 71— I & PR Department, Odisha (@IPR_Odisha) October 18, 2020
22. Mayurbhanj: 111
23. Nawarangpur: 60
24. Nayagarh: 40
25. Nuapada: 90
26. Puri: 30
27. Rayagada: 24
28. Sambalpur: 52
29. Sonepur: 68
30. Sundargarh: 99
31. State Pool: 56New Recoveries: 2842
Cumulative Tested: 4043323
Positive: 268364
Recovered: 244227
Active Cases: 22949— I & PR Department, Odisha (@IPR_Odisha) October 18, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୨୮୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୮୩୬୪ କୁ ବୃଦ୍ଧି ପାଇଥିବା ବେଳେ ୨୪୪୨୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୨୨୯୪୯ ଜଣ ଚିକିତ୍ସିତ ହେଉଛନ୍ତି ।