ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ତଳକୁ ଖସିଛି । ଯାହାଫଳରେ ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୧୯୩୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୨୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୧୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 20th October
New Positives Cases: 1931
In quarantine: 1120
Local contacts: 811(Details of local contacts will be shared by concerned District Administration)
District Wise Cases
1. Angul: 120
2. Balasore: 73
3. Bargarh: 66
4. Bhadrak: 64
5. Balangir: 64— I & PR Department, Odisha (@IPR_Odisha) October 21, 2020
22. Mayurbhanj: 99
23. Nawarangpur: 62
24. Nayagarh: 23
25. Nuapada: 43
26. Puri: 72
27. Rayagada: 25
28. Sambalpur: 37
29. Sonepur: 30
30. Sundargarh: 104
31. State Pool: 51New recoveries: 2622
Cumulative Tested: 4159394
Positive: 274181
Recovered: 252197
Active cases: 20750— I & PR Department, Odisha (@IPR_Odisha) October 21, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୨୬୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୪୧୮୧ କୁ ବୃଦ୍ଧି ପାଇଥିବା ବେଳେ ୨୫୨୧୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୨୦୭୫୦ ଜଣ ଚିକିତ୍ସିତ ହେଉଛନ୍ତି ।