ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ତଳକୁ ଖସିଛି । ଯାହାଫଳରେ ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୧୬୯୫ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୦୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 23rd October
New Positives: Cases: 1695
In quarantine: 986
Local contacts: 709(Details of local contacts will be shared by concerned District Administration)
District Wise Cases:
1. Angul: 83
2. Balasore: 128
3. Bargarh: 56
4. Bhadrak: 35
5. Balangir: 65— I & PR Department, Odisha (@IPR_Odisha) October 24, 2020
22. Mayurbhanj: 45
23. Nawarangpur: 51
24. Nayagarh: 32
25. Nuapada: 92
26. Puri: 51
27. Rayagada: 17
28. Sambalpur: 42
29. Sonepur: 24
30. Sundargarh: 110
31. State Pool: 35New recoveries: 2377
Cumulative tested: 4280274
Positive: 279582
Recovered: 259418
Active cases: 18882— I & PR Department, Odisha (@IPR_Odisha) October 24, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୨୩୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୯୫୮୨ କୁ ବୃଦ୍ଧି ପାଇଥିବା ବେଳେ ୨୫୯୪୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୧୮୮୮୨ ଜଣ ଚିକିତ୍ସିତ ହେଉଛନ୍ତି ।