ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରତ୍ୟେକ ଦିନ ନୂତନ କରୋନା ମାମଲା ସାମ୍ନାକୁ ଆସୁଛି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ତଳକୁ ଖସିଛି । ଯାହାଫଳରେ ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୧୫୪୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୮୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୫୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 27th October
New Positives Cases 1540
In quarantine: 886
Local contacts: 654(Details of local contacts will be shared by concerned District Administration)
District Wise Cases:
1. Angul: 100
2. Balasore: 92
3. Bargarh: 41
4. Bhadrak: 9
5. Balangir: 67— I & PR Department, Odisha (@IPR_Odisha) October 28, 2020
22. Mayurbhanj: 91
23. Nawarangpur: 43
24. Nayagarh: 33
25. Nuapada: 51
26. Puri: 49
27. Rayagada: 10
28. Sambalpur: 32
29. Sonepur: 29
30. Sundargarh: 111
31. State Pool: 36New Recoveries: 2010
Cumulative Tested: 4422164
Positive: 285482
Recovered: 268115
Active cases: 16030— I & PR Department, Odisha (@IPR_Odisha) October 28, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୨୦୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୪୮୨ କୁ ବୃଦ୍ଧି ପାଇଥିବା ବେଳେ ୨୬୮୧୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୧୬୦୩୦ ଜଣ ଚିକିତ୍ସିତ ହେଉଛନ୍ତି ।