ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି । ପ୍ରତ୍ୟେକ ଦିନ ନୂତନ ମାମଲା ସାମ୍ନାକୁ ଆସୁଛି । ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ପୁଣି ଆଉ ୧୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୯୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୭୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 6th November
New Positive Cases: 1372
In Quarantine: 796
Local Contacts: 576(Details of local contacts will be shared by concerned District Administration)
District Wise Cases:
1. Angul: 81
2. Balasore: 31
3. Bargarh: 40
4. Bhadrak: 31
5. Balangir: 40— I & PR Department, Odisha (@IPR_Odisha) November 7, 2020
22. Mayurbhanj: 78
23. Nawarangpur: 26
24. Nayagarh: 32
25. Nuapada: 108
26. Puri: 53
27. Rayagada: 11
28. Sambalpur: 37
29. Sonepur: 19
30. Sundargarh: 96
31. State Pool: 30New recoveries: 1641
Cumulative tested: 4888509
Positive: 300140
Recovered: 285174
Active cases: 13503— I & PR Department, Odisha (@IPR_Odisha) November 7, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୬୪୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୦୧୪୦ ରହିଥିବା ବେଳେ ଏହି ରୋଗରୁ ୨୮୫୧୭୪ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୩୫୦୩ ଜଣ ଚିକିତ୍ସିତ ହେଉଛନ୍ତି ।