ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ପ୍ରକୋପ । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୧୨୨୦ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୦୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୫୧୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟ ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 10th November
New Positives Cases: 1220
In Quarantine: 703
Local Contacts: 517(Details of local contacts will be shared by concerned District Administration)
District Wise Cases:
1. Angul: 58
2. Balasore: 21
3. Bargarh: 60
4. Bhadrak: 28
5. Balangir: 33— I & PR Department, Odisha (@IPR_Odisha) November 11, 2020
22. Mayurbhanj: 46
23. Nawarangpur: 14
24. Nayagarh: 20
25. Nuapada: 66
26. Puri: 60
27. Rayagada: 5
28. Sambalpur: 40
29. Sonepur: 13
30. Sundargarh: 119
31. State Pool: 21New recoveries: 1448
Cumulative tested: 5077119
Positive: 305000
Recovered: 291137
Active cases: 12341— I & PR Department, Odisha (@IPR_Odisha) November 11, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୧୪୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରାନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୫୦୦୦ ହୋଇଥିବା ବେଳେ ୨୯୧୧୩୭ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୧୨୩୪୧ ଟି ସକ୍ରିୟ ମାମଲା ରହିଛି ।