ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତଳମୁହାଁ ହୋଇଛି କରୋନା ମିଟର । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୭୫୩ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୩୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୩୧୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟ ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 14th November
New Positive Cases: 753
In Quarantine: 434
Local Contacts: 319(Details of local contacts will be shared by concerned District Administration)
District Wise Cases:
1. Angul: 47
2. Balasore: 32
3. Bargarh: 31
4. Bhadrak: 17
5. Balangir: 41— I & PR Department, Odisha (@IPR_Odisha) November 15, 2020
22. Mayurbhanj: 25
23. Nawarangpur: 1
24. Nayagarh: 6
25. Nuapada: 65
26. Puri: 34
27. Rayagada: 5
28. Sambalpur: 20
29. Sonepur: 7
30. Sundargarh: 75
31. State Pool: 10New recoveries: 1271
Cumulative tested: 5259675
Positive: 308659
Recovered: 296516
Active cases: 10563— I & PR Department, Odisha (@IPR_Odisha) November 15, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୧୨୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରାନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୮୬୫୯ ହୋଇଥିବା ବେଳେ ୨୯୬୫୧୬ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୧୦୫୬୩ ଟି ସକ୍ରିୟ ମାମଲା ରହିଛି ।