ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତଳମୁହାଁ ହୋଇଛି କରୋନା ମିଟର । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୬୪୪ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୨୭୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟ ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 16th November
New Positives Cases : 644
In quarantine: 371
Local contacts: 273(Details of local contacts will be shared by concerned Dist Administration)
District Wise Cases:
1. Angul: 29
2. Balasore: 13
3. Bargarh: 14
4. Bhadrak: 19
5. Balangir: 32— I & PR Department, Odisha (@IPR_Odisha) November 17, 2020
22. Mayurbhanj: 59
23. Nawarangpur: 15
24. Nayagarh: 9
25. Nuapada: 9
26. Puri: 34
27. Rayagada: 1
28. Sambalpur: 15
29. Sonepur: 10
30. Sundargarh: 62
31. State Pool: 17New recoveries: 1297
Cumulative tested: 5330938
Positive: 310052
Recovered: 299159
Active cases: 9280— I & PR Department, Odisha (@IPR_Odisha) November 17, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୧୨୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୫୨ ହୋଇଥିବା ବେଳେ ୨୯୯୧୫୯ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୯୨୮୦ ଟି ସକ୍ରିୟ ମାମଲା ରହିଛି ।