ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ ତଳମୁହାଁ କରୋନା ଗ୍ରାଫ । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୫୯୪ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୪୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୨୫୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 26th November
New Positive Cases: 594
In quarantine: 343
Local contacts: 251(Details of local contacts will be shared by concerned District Administration)
District Wise Cases:
1. Angul: 37
2. Balasore: 34
3. Bargarh: 14
4. Bhadrak: 11
5. Balangir: 42— I & PR Department, Odisha (@IPR_Odisha) November 27, 2020
22. Nawarangpur: 1
23. Nayagarh: 4
24. Nuapada: 25
25. Puri: 37
26. Rayagada: 5
27. Sambalpur: 17
28. Sonepur: 3
29. Sundargarh: 55
30. State Pool: 10New recoveries: 737
Cumulative tested: 5777570
Positive: 317239
Recovered: 308839
Active cases: 6629— I & PR Department, Odisha (@IPR_Odisha) November 27, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୭୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୭୨୩୯ ହୋଇଥିବା ବେଳେ ୩୦୮୮୩୯ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୬୬୨୯ ଟି ସକ୍ରିୟ ମାମଲା ରହିଛି ।