ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ଼ରେ ସରକାର ନିଜର ଅଂଶଧନ ବିକ୍ରି କରିବାକୁ ଯାଉଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ କହିଥିଲେ ଯେ ବିପିସିଏଲର ଘରୋଇକରଣ ପରେ ମଧ୍ୟ ଉପଭୋକ୍ତାଙ୍କୁ ଗ୍ୟାସ ସବସିଡି ମିଳିବ। ତୈଳ ବିତରଣ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେସନ), ବିପିସିଏଲ ଏବଂ ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ଼ ଉପଭୋକ୍ତାଙ୍କୁ ସବସିଡିରେ ଗ୍ୟାସ ଯୋଗାଇଥାଏ।
ସମସ୍ତ ଭେରିଫାଏଡ ଗ୍ରାହକଙ୍କୁ ଡିଜିଟାଲ ତରିକାରେ ଏଲପିଜି ସବସିଡି ଗ୍ୟାସ ଦିଆଯାଇଥାଏ। ବିନିଯୋଗ ପରେ ମଧ୍ୟ ବିପିସିଏଲ ଉପଭୋକ୍ତାଙ୍କ ପାଇଁ ଏଲପିଜି ସବସିଡି ପୂର୍ବ ଭଳି ଜାରି ରହିବ। ସରକାର ବିପିସିଏଲରେ ପ୍ରବନ୍ଧନ ନିୟନ୍ତ୍ରଣ ସହ ନିଜର ୫୩ ପ୍ରତିଶତ ଅଂଶଧନ ବିକ୍ରି କରୁଛି।
କେନ୍ଦ୍ର ସରକାର ଗୋଟିଏ ବର୍ଷରେ ପ୍ରତ୍ୟେକ ଘରେ ୧୪.୨ କିଲୋର ୧୨ଟି ଗ୍ୟାସ ସିଲିଣ୍ଡର ସବସିଡି ଦରରେ ଦେଇଥାନ୍ତି। ଏହି ସବସିଡି ସିଧା ଉପଭୋକ୍ତାଙ୍କ ବ୍ୟାଙ୍କ ଖାତାକୁ ଯାଇଥାଏ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024