ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା କୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୫ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିଅନୁଯାୟୀ ଆଉ ୩୭୮ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୫୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 30th November
New Positive Cases: 378
In quarantine: 219
Local contacts: 159(Details of local contacts will be shared by concerned District Administration)
District Wise Cases:
1. Angul: 38
2. Balasore: 14
3. Bargarh: 3
4. Bhadrak: 7
5. Balangir: 22— I & PR Department, Odisha (@IPR_Odisha) December 1, 2020
22. Nayagarh: 4
23. Nuapada: 21
24. Puri: 19
25. Sambalpur: 14
26. Sonepur: 1
27. Sundargarh: 32
28. State Pool: 10New recoveries: 809
Cumulative tested: 5940901
Positive: 319103
Recovered: 312065
Active cases: 5241— I & PR Department, Odisha (@IPR_Odisha) December 1, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୮୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା
ଆକ୍ରାନ୍ତଙ୍କ ସଂଖ୍ୟା ୩୧୯୧୦୩ ହୋଇଥିବା ବେଳେ ୩୧୨୦୬୫ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୫୨୪୧ ଟି ସକ୍ରିୟ ମାମଲା ରହିଛି ।