ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୂର୍ବ ଅପେକ୍ଷା ଏବେ ରାଜ୍ୟରେ କରୋନା ପ୍ରକୋପ କମିବାରେ ଲାଗିଛି । ଏଇ କିଛି ଦିନ ହେବ ୪ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୬୪ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୦ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୫୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 22nd December
New Positive Cases: 364
In quarantine: 210
Local contacts: 154(Details of local contacts will be shared by concerned District Administration)
District Wise Cases:
1. Angul: 25
2. Balasore: 12
3. Bargarh: 16
4. Bhadrak: 13
5. Balangir: 22— I & PR Department, Odisha (@IPR_Odisha) December 23, 2020
23. Sambalpur: 15
24. Sonepur: 1
25. Sundargarh: 64
26. State Pool: 10New recoveries: 388
Cumulative tested: 6700524
Positive: 327279
Recovered: 322344
Active cases: 3036— I & PR Department, Odisha (@IPR_Odisha) December 23, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୩୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୭୨୭୯ ହୋଇଥିବା ବେଳେ ୩୨୨୩୪୪ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୩୦୩୬ ଟି ସକ୍ରିୟ ମାମଲା ରହିଛି ।