ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୦୫ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୩୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 29th December
New Positive Cases: 305
In quarantine: 174
Local contacts: 131(Details of local contacts will be shared by concerned District Administration)
District Wise Cases:
1. Angul: 26
2. Balasore: 14
3. Bargarh: 25
4. Bhadrak: 2
5. Balangir: 16— I & PR Department, Odisha (@IPR_Odisha) December 30, 2020
23. Nuapada: 6
24. Puri: 1
25. Rayagada: 1
26. Sambalpur: 28
27. Sonepur: 3
28. Sundargarh: 28
29. State Pool: 6New recoveries: 383
Cumulative tested: 6915438
Positive: 329306
Recovered: 324775
Active cases: 2607— I & PR Department, Odisha (@IPR_Odisha) December 30, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୩୮୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୯୩୦୬ ହୋଇଥିବା ବେଳେ ୩୨୪୭୭୫ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୨୬୦୭ ଟି ସକ୍ରିୟ ମାମଲା ରହିଛି ।