ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ୨୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 13th January, 2021
New Positive Cases: 222
In quarantine: 127
Local contacts: 95(Details of local contacts will be shared by concerned Dist Administration)
District Wise Cases:
1. Angul: 28
2. Balasore: 7
3. Bargarh: 22
4. Bhadrak: 5
5. Balangir: 3— I & PR Department, Odisha (@IPR_Odisha) January 14, 2021
22. Sonepur: 5
23. Sundargarh: 24
24. State Pool: 3New recoveries: 170
Cumulative tested: 7292068
Positive: 332763
Recovered: 328622
Active cases: 2192— I & PR Department, Odisha (@IPR_Odisha) January 14, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୭୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୭୬୩ ରହିଥିବା ବେଳେ ଏହି ରୋଗରୁ ୩୨୮୬୨୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୧୯୨ ଜଣ ଚିକିତ୍ସିତ ହେଉଛନ୍ତି ।