ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ୨ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 15th January, 2021
New Positives Cases:178
In quarantine: 103
Local contacts: 75(Details of local contacts will be shared by concerned District Administration)
District Wise Cases:
1. Angul: 4
2. Balasore: 7
3. Bargarh: 10
4. Bhadrak: 4
5. Balangir: 5— I & PR Department, Odisha (@IPR_Odisha) January 16, 2021
21. Sonepur: 2
22. Sundargarh: 30
23. State Pool: 1New recoveries: 256
Cumulative tested: 7346098
Positive: 333127
Recovered: 329088
Active cases: 2087— I & PR Department, Odisha (@IPR_Odisha) January 16, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୫୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୧୨୭ ରହିଥିବା ବେଳେ ଏହି ରୋଗରୁ ୩୨୯୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୦୮୭ ଜଣ ଚିକିତ୍ସିତ ହେଉଛନ୍ତି ।