ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ଦେଢ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୦ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 18th January, 2021
New Positive Cases: 122
In quarantine: 72
Local contacts: 50(Details of local contacts will be shared by concerned District Administration)
District Wise Cases:
1. Angul: 10
2. Balasore: 1
3. Bargarh: 6
4. Bhadrak: 5
5. Balangir: 2— I & PR Department, Odisha (@IPR_Odisha) January 19, 2021
15. Puri: 17
16. Sambalpur: 23
17. Sonepur: 2
18. Sundargarh: 26
19. State Pool: 1New recoveries: 255
Cumulative tested: 7426091
Positive: 333566
Recovered: 329801
Active cases: 1810— I & PR Department, Odisha (@IPR_Odisha) January 19, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୫୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୫୬୬ ରହିଥିବା ବେଳେ ଏହି ରୋଗରୁ ୩୨୯୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୮୧୦ଜଣ ଚିକିତ୍ସିତ ହେଉଛନ୍ତି ।