ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 16th Feb
New Positive Cases: 75
In quarantine: 46
Local contacts: 29(Details of local contacts will be shared by concerned Dist Administration)
District Wise Cases:
1. Angul: 8
2. Balasore: 4
3. Bargarh: 9
4. Balangir: 4
5. Deogarh: 1
6. Ganjam: 1— I & PR Department, Odisha (@IPR_Odisha) February 17, 2021
7. Jagatsinghpur: 1
8. Jajpur: 3
9. Jharsuguda: 3
10. Keonjhar: 7
11. Khurda: 2
12. Mayurbhanj: 3
13. Nuapada: 2
14. Puri: 2
15. Rayagada: 5
16. Sambalpur: 9
17. Sundargarh: 11New recoveries: 63
Cumulative tested: 8081375
Positive: 336397
Recovered: 333700
Active cases: 732— I & PR Department, Odisha (@IPR_Odisha) February 17, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୩୯୭ ରହିଥିବା ବେଳେ ଏହି ରୋଗରୁ ୩୩୩୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୩୨ ଜଣ ଚିକିତ୍ସିତ ହେଉଛନ୍ତି ।