ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ଆତଙ୍କ ରଚି ଚାଲିଛି ମହାମାରୀ କରୋନା । ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫୭୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୭୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 18th April
New Positive Cases: 4445
In quarantine: 2574
Local contacts: 1871(Details of local contacts will be shared by concerned Dist Administration)
District Wise Cases:
1. Angul: 87
2. Balasore: 123
3. Bargarh: 178
4. Bhadrak: 43
5. Balangir: 168— I & PR Department, Odisha (@IPR_Odisha) April 19, 2021
22. Mayurbhanj: 100
23. Nawarangpur: 127
24. Nayagarh: 50
25. Nuapada: 437
26. Puri: 219
27. Rayagada: 53
28. Sambalpur: 241
29. Sonepur: 22
30. Sundargarh: 722
31. State Pool: 125New recovery: 1309
Cumulative tested: 9636052
Positive:372703
Recovered:346134
Active case: 24568— I & PR Department, Odisha (@IPR_Odisha) April 19, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୩୦୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୨୭୦୩ ରହିଥିବା ବେଳେ ଏହି ରୋଗରୁ ୩୪୬୧୩୪ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୪୫୬୮ ଜଣ ଚିକିତ୍ସିତ ହେଉଛନ୍ତି ।