ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । କେତେବେଳେ ଗ୍ରାଫ ଉପରକୁ ଉଠୁଛି ତ ପୁଣି କେତେବେଳେ ସାମାନ୍ୟ ତଳକୁ ଖସୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୬୮୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୫୩୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 98
7. Cuttack: 447
8. Deogarh: 98
9. Dhenkanal: 47
10. Gajapati: 121
11. Ganjam: 69
12. Jagatsinghpur: 106
13. Jajpur: 347
14. Jharsuguda: 316
15. Kalahandi: 238
16. Kandhamal: 77
17. Kendrapada: 87
18. Keonjhar: 129
19. Khurda: 1271
20. Koraput: 133— I & PR Department, Odisha (@IPR_Odisha) May 4, 2021
New recoveries: 6488
Cumulative tested: 10271003
Positive: 479752
Recovered: 404063
Active cases: 73548— I & PR Department, Odisha (@IPR_Odisha) May 4, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୪୮୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୯୭୫୨ ରହିଥିବା ବେଳେ ଏହି ରୋଗରୁ ୪୦୪୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୩୫୪୮ ଜଣ ଚିକିତ୍ସିତ ହେଉଛନ୍ତି ।