ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ ଉପମୁହାଁ ହୋଇଛି କରୋନା । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । କିନ୍ତୁ ଲଗାତର ଭାବେ ୧୦ ହଜାର ଉପରେ ରହିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୧୯୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୮୬୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 261
7. Cuttack: 1133
8. Deogarh: 103
9. Dhenkanal: 351
10. Gajapati: 67
11. Ganjam: 155
12. Jagatsinghpur: 330
13. Jajpur: 564
14. Jharsuguda: 228
15. Kalahandi: 407
16. Kandhamal: 103
17. Kendrapada: 309
18. Keonjhar: 200
19. Khurda: 1010
20. Koraput: 175— I & PR Department, Odisha (@IPR_Odisha) May 24, 2021
New recoveries: 11627
Cumulative tested: 11375076
Positive: 703441
Recovered: 589610
Active cases: 111262— I & PR Department, Odisha (@IPR_Odisha) May 24, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୧୬୨୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୩୪୪୧ ରହିଥିବା ବେଳେ ଏହି ରୋଗରୁ ୫୮୯୬୧୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୧୧୨୬୨ ଜଣ ଚିକିତ୍ସିତ ହେଉଛନ୍ତି ।