ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଏବେ ୧୦ ହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୬୫୮ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 209
7. Cuttack: 593
8. Deogarh: 55
9. Dhenkanal: 407
10. Gajapati: 85
11. Ganjam: 129
12. Jagatsinghpur: 280
13. Jajpur: 354
14. Jharsuguda: 111
15. Kalahandi: 162
16. Kandhamal: 90
17. Kendrapada: 331
18. Keonjhar: 180
19. Khurda: 974
20. Koraput: 198— I & PR Department, Odisha (@IPR_Odisha) May 31, 2021
New recoveries: 11881
Cumulative tested: 11773072
Positive: 764997
Recovered: 670527
Active cases: 91663— I & PR Department, Odisha (@IPR_Odisha) May 31, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୧୮୮୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୬୪୯୯୭ ରହିଥିବା ବେଳେ ଏହି ରୋଗରୁ ୬୭୦୫୨୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୯୧୬୬୩ ଜଣ ଚିକିତ୍ସିତ ହେଉଛନ୍ତି ।