ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଏବେ ୧୦ ହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୩୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧୬୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୨୨୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 133
7. Cuttack: 868
8. Deogarh: 57
9. Dhenkanal: 81
10. Gajapati: 52
11. Ganjam: 69
12. Jagatsinghpur: 288
13. Jajpur: 516
14. Jharsuguda: 66
15. Kalahandi: 166
16. Kandhamal: 76
17. Kendrapada: 341
18. Keonjhar: 158
19. Khurda: 1069
20. Koraput: 161
21. Malkangiri: 110— I & PR Department, Odisha (@IPR_Odisha) June 5, 2021
New recoveries: 11347
Cumulative tested: 12111143
Positive: 806094
Recovered: 724402
Active cases: 78687— I & PR Department, Odisha (@IPR_Odisha) June 5, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୧୩୪୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୦୬୦୯୪ ରହିଥିବା ବେଳେ ଏହି ରୋଗରୁ ୭୨୪୪୦୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୮୬୮୭ ଜଣ ଚିକିତ୍ସିତ ହେଉଛନ୍ତି ।