ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ ସଂକ୍ରମଣ ତଳକୁ ଖସୁଛି । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ତଳକୁ ଖସିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫୪୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୯୨୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 90
7. Cuttack: 413
8. Deogarh: 23
9. Dhenkanal: 252
10. Gajapati: 26
11. Ganjam: 43
12. Jagatsinghpur: 140
13. Jajpur: 370
14. Jharsuguda: 27
15. Kalahandi: 92
16. Kandhamal: 28
17. Kendrapada: 59
18. Keonjhar: 96
19. Khurda: 612
20. Koraput: 87
21. Malkangiri: 75— I & PR Department, Odisha (@IPR_Odisha) June 13, 2021
New recoveries: 7578
Cumulative tested: 12652397
Positive: 851782
Recovered: 789066
Active cases: 59361— I & PR Department, Odisha (@IPR_Odisha) June 13, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୫୭୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୧୭୮୨ ରହିଥିବା ବେଳେ ଏହି ରୋଗରୁ ୭୮୯୦୬୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୫୯୩୬୧ ଜଣ ଚିକିତ୍ସିତ ହେଉଛନ୍ତି ।