ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୨୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୫୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 12
7. Cuttack: 422
8. Deogarh: 9
9. Dhenkanal: 59
10. Gajapati: 11
11. Ganjam: 14
12. Jagatsinghpur: 126
13. Jajpur: 202
14. Jharsuguda: 12
15. Kalahandi: 7
16. Kandhamal: 23
17. Kendrapada: 87
18. Keonjhar: 68
19. Khurda: 407
20. Koraput: 52
21. Malkangiri: 54— I & PR Department, Odisha (@IPR_Odisha) July 6, 2021
22. Mayurbhanj: 103
23. Nawarangpur: 23
24. Nayagarh: 80
25. Nuapada: 5
26. Puri: 154
27. Rayagada: 26
28. Sambalpur: 26
29. Sonepur: 14
30. Sundargarh: 28
31. State Pool: 76New recoveries: 3326
Cumulative tested: 14188695
Positive: 927186
Recovered: 894104
Active case: 28730— I & PR Department, Odisha (@IPR_Odisha) July 6, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୩୨୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୭୧୮୬ ରହିଥିବା ବେଳେ ଏହି ରୋଗରୁ ୮୯୪୧୦୪ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୮୭୩୦ ଜଣ ଚିକିତ୍ସିତ ହେଉଛନ୍ତି ।